ନୂତନ ପୋଲିସ କମିସନର ସୁଧାଂଶୁ ଷଡ଼ଙ୍ଗୀ ଦାୟିତ୍ଵ ଗ୍ରହଣ କଲେ

୨୧-୦ -୨୦୧୯

ଭୁବନେଶ୍ଵର – କଟକ ପୋଲିସ କମିସନର ଭାବେ ଆଜି ସୁଧାଂଶୁ ଷଡ଼ଙ୍ଗୀ ଦାୟିତ୍ଵ ଗ୍ରହଣ କରିଛନ୍ତି । ନୂତନ କମିସନରଙ୍କୁ ଆଜି ବରିଷ୍ଠ ଅଧିକାରୀମାନେ ସ୍ଵାଗତ କରିଥିଲେ । ସୂଚନା ଯୋଗ୍ୟ ଯେ ଶ୍ରୀ ଷଡ଼ଙ୍ଗୀ ଜଣେ ସୁଲେଖକ ଏବଂ ବକ୍ତା ମଧ୍ୟ ଅଟନ୍ତି । 

Categories
NATIONAL
Newsroll

RELATED BY

  • ବ୍ୟବସାୟୀ ଓ ଆତ୍ମନିଯୁକ୍ତ ବ୍ୟକ୍ତିଙ୍କ ପାଇଁ ଜାତୀୟ ପେନସନ ଯୋଜନାର ଶୁଭାରମ୍ଭ

    ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଞ୍ଚିଠାରେ ବ୍ୟବସାୟୀ ଓ ଆତ୍ମନିଯୁକ୍ତ ବ୍ୟକ୍ତିମାନଙ୍କ ପାଇଁ ଜାତୀୟ ପେନସନ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହା ହେଉଛି ବାର୍ଷିକ ୧.୫ କୋଟି ଟଙ୍କାରୁ କମ କାରବାର କରୁଥିବା ବ୍ୟବସାୟୀ (ଦୋକାନୀ, ଖୁଚୁରା...
  • ସମ୍ବଲପୁର ମାଟିର ପୁଅ ଏବେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ

    ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଭାବେ ଡଃ ପ୍ରମୋଦ କୁମାର ମିଶ୍ର ନିଯୁକ୍ତ ହୋଇଛନ୍ତି । ସେ ଆଜି ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ପ୍ରଶାସନ କ୍ଷେତ୍ରରେ ତାଙ୍କର ଅଗାଧ ଅନୁଭୂତି ରହିଛି । ବିଶେଷକରି କୃଷି, ବିପର୍ଯ୍ୟୟ...
  • ୫ କୋଟି କ୍ଷୁଦ୍ର ଓ ନାମମାତ୍ର ଚାଷୀ ପାଇବେ ୩୦୦୦ ଟଙ୍କା ପେନସନ

    ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଝାଡଖଣ୍ଡର ରାଞ୍ଚିଠାରେ ସେପ୍ଟେମ୍ବର ୧୨, ୨୦୧୯ରେ କିଷାନ ମାନ ଧନ ଯୋଜନାର ଶୁଭାରମ୍ଭ କରିବେ । ଏହି ଯୋଜନା ଅନ୍ତର୍ଗତ ୬୦ ବର୍ଷରୁ ଅଧିକ ବୟସର ୫ କୋଟି କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ...
  • ଓଡିଶା ତଥା ଗଣମାଧ୍ୟମ ଜଗତକୁ କ୍ଷତି ହୋଇଛି

    ଭୁବନେଶ୍ୱର: ଦିଲ୍ଲୀପ ଭାଇ ଓଡିଶା ଗଣମାଧ୍ୟମ ଜଗତରେ ଆର୍ଥିକ କ୍ଷେତ୍ରରେ ସାମ୍ବାଦିକତା ଓ ରାଜନୈତିକ ବିଶ୍ଳେଷଣ କ୍ଷେତ୍ରରେ ନିଜ ପାଇଁ ଏକ ସ୍ୱତନ୍ତ୍ର ସ୍ଥାନ ତିଆରି କରିଥିଲେ ବୋଲି ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ବିୟୋଗରେ ସାମାଜିକ ଗଣମାଧ୍ୟମରେ ଶୋକପ୍ରକାଶ...