ସାଉଦିଆରବରେ ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ରମନ୍ତ୍ରୀ

ସାଉଦିଆରବ/ନୂଆଦିଲ୍ଲୀ: ପାଞ୍ଚଦନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ସାଉଦିଆରବର ଜିଦ୍ହା ଠାରେ ସେଠାକାର ଶକ୍ତି ମନ୍ତ୍ରୀ ଏଚ୍ଆର୍ଏଚ୍ ପ୍ରିନ୍ସ ଅବଦୁଲ ଅଜୀଜ ସଲମାନଙ୍କୁ ସାକ୍ଷାତ୍ କରିଛନ୍ତି ।

ଏହି ଅବସରରେ ସାଉଦି ମନ୍ତ୍ରୀ ହାଇଡ୍ରୋକାର୍ବନ ରପ୍ତାନୀ ଦିଗରେ ସାଉଦିଆରବ ଭାରତ ସହ ଏକ ବିଶ୍ୱାସନୀୟ ଏବଂ ସ୍ଥାୟୀ ଭାଗିଦାରୀ ହୋଇ ରହିବ ବୋଲି ପ୍ରତିଶ୍ରୁତି ଦେଇଥିଲେ ।

ସେହିପରି ସାଉଦିଆରବ ଭାରତରେ ପୁଞ୍ଜିନିବେଶ କରିବା ନେଇ ପ୍ରତିଶ୍ରୁତିବଦ୍ଧ ବୋଲି ଉଭୟଙ୍କ ଆଲୋଚନାରୁ ଜଣାପଡିଛି ।

Categories
INTERNATIONAL
Newsroll

RELATED BY

  • ୨୦୨୪ ସୁଦ୍ଧା ତୈଳ ଓ ଗ୍ୟାସ କ୍ଷେତ୍ରରେ ୧୦୦ ବିଲିୟନ ପୁଞ୍ଜିନିବେଶ କରିବ ଭାରତ – ଧର୍ମେନ୍ଦ୍ର ପ୍ରଧାନ

    ଆବୁଧାବୀ/ଭୁବନେଶ୍ୱର: ତୈଳ ଓ ଗ୍ୟାସ କ୍ଷେତ୍ରରେ ବିଶ୍ୱ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରିବା ଆମର ଲକ୍ଷ୍ୟ । ଏହି ମର୍ମରେ ୨୦୨୪ ସୁଦ୍ଧା ଭାରତ ରିଫାଇନିଂ, ପାଇପଲାଇନ ଏବଂ ଗ୍ୟାସ ଟର୍ମିନାଲରେ ୧୦୦ ବିଲିୟନ ପୁଞ୍ଜିନିବେଶ କରିବ । ଉର୍ଜା କ୍ଷେତ୍ରରେ...
  • ଦୁଇଦିନିଆ ୟୁଏଇ ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ/ ଭୁବନେଶ୍ୱର: ନଭେମ୍ବର ୧୦ ତାରିଖରୁ ୧୨ ତାରିଖ ପର୍ଯ୍ୟନ୍ତ ଦୁଇଦିନିଆ ୟୁଏଇ ଗସ୍ତରେ ଯାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନଙ୍କ ସହ ଉଚ୍ଚସ୍ତରୀୟ ସରକାରୀ ଅଫିସର ମଣ୍ଡଳି ସହ ଏକ ବ୍ୟବସାୟିକ ପ୍ରତିନିଧି ମଣ୍ଡଳି ମଧ୍ୟ...
  • ଜାପାନର ଅର୍ଥମନ୍ତ୍ରୀଙ୍କୁ ଭେଟି ତୈଳ, ଗ୍ୟାସ ଏବଂ ଇସ୍ପାତ୍ କ୍ଷେତ୍ରର ସମୀକ୍ଷା କଲେ ଧର୍ମେନ୍ଦ୍ର ପ୍ରଧାନ

    ଜାପାନ/ଭୁବନେଶ୍ୱର: ଭାରତରେ ବଢୁଥିବା ଇସ୍ପାତ୍ ଚାହିଦା ଇସ୍ପାତ୍ ଶିଳ୍ପକୁ ଦ୍ରୁତ ବିକାଶ ଆଡକୁ ନେବ ବୋଲି ପାଞ୍ଚଦିନିଆ ବିଦେଶ ଗସ୍ତର ଅନ୍ତିମ ଦିନରେ ଜାପାନର ରାଜଧାନୀ ଟୋକିଓ ଠାରେ ଆୟୋଜିତ ଇସ୍ପାତ ଶିଳ୍ପର କ୍ଷମତା ବୃଦ୍ଧି ଉପରେ ଗ୍ଲୋବାଲ ଫୋରମ...
  • ଜାପାନର ପ୍ରମୁଖ ଇସ୍ପାତ୍ କମ୍ପାନୀର ମୁଖ୍ୟଙ୍କ ସହ ଆଲୋଚନା କଲେ ଧର୍ମେନ୍ଦ୍ର ପ୍ରଧାନ

    ଜାପାନ/ଭୁବନେଶ୍ୱର : ଭାରତର ବିକାଶ ଯାତ୍ରାରେ ଜାପାନର ଇସ୍ପାତ ଶିଳ୍ପ ଭାଗିଦାର ହେବ ବୋଲି ପାଞ୍ଚଦିନିଆ ଋଷ ଓ ଜାପାନ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ଜାପାନର ପ୍ରମୁଖ ଇସ୍ପାତ ଉତ୍ପାଦନକାରୀ କମ୍ପାନୀର ମୁଖ୍ୟ ଓ ପ୍ରତିନିଧିମାନଙ୍କୁ...