ଭୁବନେଶ୍ୱର : ଭାରତ ସରକାରଙ୍କ ଆଇଡିଏସପି-ଏନସିଡିସି (Integrated Disease Surveillance Programme – National Centre for Disease Cantrol) (IDSP – NCDC) ଦ୍ୱାରା ଏଚଏମପିଭି ଭୁତାଣୁ ନେଇ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହି ରୋଗର ଚିହ୍ନଟ ଓ ନିରାକରଣ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିଅଛି । ଏହି ରୋଗକୁ ନେଇ ଜନସାଧାରଣ ଭୟଭୀତ ବା ଆତଙ୍କିତ ହେବାର କୌଣସି କାରଣ ନାହିଁ । ସଚେତନ ରୁହନ୍ତୁ-ସୁରକ୍ଷିତ ରୁହନ୍ତୁ ।