ଗଠନ ହେଲା ୭ ଜଣିଆ କମିଟି

ମହିଳା କଂଗ୍ରେସ ପାଇଁ

ଭୁବନେଶ୍ୱର: ଓଡିଶା ପ୍ରଦେଶ ମହିଳା କଂଗ୍ରେସ କମିଟିକୁ ପୁର୍ନଗଠନ ଉଦ୍ଦେଶ୍ୟରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୭ ଜଣିଆ କମିଟି ଗଠନ କରାଯାଇଛି ।

ଏହି କମିଟିରେ ପୂର୍ବତନ ସାଂସଦ ମିସ୍ ସୁଶିଳା ତିରିଆ, ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ବିଜୟଲକ୍ଷ୍ମୀ ସାହୁ, ପୂର୍ବତନ ବିଧାୟିକା ଶ୍ରୀମତୀ ଉମାରାଣୀ ପାତ୍ର, ଶ୍ରୀମତୀ ସନ୍ଧ୍ୟା ମହାପାତ୍ର, ଶ୍ରୀମତୀ ସସ୍ମିତା ବେହେରା, ଡ. ହମିଦ୍ ହୁସେନ୍ ଓ ଶ୍ରୀ ଜେ. ବାବୁ ରହିଛନ୍ତି ।

କମିଟିର ଆବାହକ ଭାବେ ଶ୍ରୀମତୀ ବିଜୟଲକ୍ଷ୍ମୀ ସାହୁ ରହିଛନ୍ତି ।ଏହି କମିଟି ଚଳିତ ମାସ ୧୫ ତାରିଖ ସୁଦ୍ଧା ନାମ ତାଲିକା ପ୍ରଦେଶ କଂଗ୍ରେସ କମିଟିକୁ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Categories
POLITICS
Newsroll

RELATED BY

  • ମନ୍ତ୍ରୀଙ୍କୁ ଅଭିଯୋଗ କଲେ ଓଡ଼ିଶାରେ ନିରୀହ, ଦଳିତ ଲୋକଙ୍କ ଉପରେ ଅତ୍ୟାଚାର କରାଯାଉଛି

    ଭୁବନେଶ୍ୱର: ଯାଜପୁର ଜିଲ୍ଲା ବରି ବ୍ଲକର ଔପଡା ଗାଁର ଜଣେ ଅନୁସୁଚିତ ଜାତିର ଗରିବ ହୋମଗାର୍ଡ ରଂଜନ ମଲ୍ଲିକଙ୍କୁ ବରି ବିଧାୟିକା ସୁନନ୍ଦା ଦାସଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ ଓ ଜିଲ୍ଲା ପରିଷଦ ସଭ୍ୟ ଅଶୋକ ସାମଲ ଏବଂ ସେହି...
  • ସଚିବାଳୟର ୩ୟ ମହଲା ସହ ରାମକୋ ସିମେଣ୍ଟ ଅଧିକାରୀଙ୍କ କ’ଣ ସଂପର୍କ ରହିଛି ?

    ଭୁବନେଶ୍ୱର: ସ୍ମିତାରାଣୀର ଗଣଦୁର୍ଷ୍କମ ଏବଂ ହତ୍ୟା ସ୍ଥଳୀରେ ରଙ୍ଗଶାଳା ସାଜିଥିବା ଗେଷ୍ଟ ହାଉସରେ ମୁଖ୍ୟ ଅଭିଯୁକ୍ତ ବିଜେଡି ସରପଞ୍ଚଙ୍କ ସ୍ୱାମୀ ରୂପେଶ ଭଦ୍ର ଓରଫ ନାଣ୍ଡୁ ବ୍ୟତୀତ ୨ ଜଣ ବିଜେଡି ସମିତି ସଭ୍ୟ, ଜଣେ ବିଜେଡି ଜିଲ୍ଲା ପରିଷଦ...
  • ସ୍ମିତାରାଣୀଙ୍କ ହତ୍ୟା ପୂର୍ବରୁ ହୋଇଛି ଗଣଦୁଷ୍କର୍ମ, ସିବିଆଇ ତଦନ୍ତ ହେଲେ ସତ ବାହାରିବ

    ଭୁବନେଶ୍ୱର: ରାଜ୍ୟରେ ମହିଳାମାନେ ଅସହାୟ ଏବଂ ଅସୁରକ୍ଷିତ ହୋଇପଡିଛନ୍ତି । ଶାସକ ଦଳର ନେତା, କର୍ମୀ ଏବଂ ସେମାନଙ୍କ ସଂର୍ପକୀୟମାନେ ମହିଳାମାନଙ୍କ ସହ ଅକଥନୀୟ ଅତ୍ୟାଚାର କରିଚାଲିଛନ୍ତି । ପ୍ରତିଦିନ ଗୋଟିଏ ପରେ ଗୋଟିଏ ପରେ ଗଣଦୁର୍ଷ୍କମ, ହତ୍ୟା ଆଦି...
  • କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପଦଯାତ୍ରା

    ଭୁବନେଶ୍ୱର : ଗତ ଅକ୍ଟୋବର ୨ ତାରିଖ ୧୫୦ତମ ଗାନ୍ଧୀ ଜୟନ୍ତୀରୁ ଭାରତୀୟ ଜନତା ପାର୍ଟୀ ତରଫରୁ ଦେଶ ବ୍ୟାପୀ ଗାନ୍ଧୀ ସଂକଳ୍ପ ଯାତ୍ରା ଆରମ୍ଭ ହୋଇଛି । ରାଜ୍ୟରେ ଏହି ପଦଯାତ୍ରାକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକ...