ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଗୋପବନ୍ଧୁଙ୍କ ଜନ୍ମଦିବସ ପାଳିତ

କଂଗ୍ରେସ ନେତୃବୃନ୍ଦ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ

ଭୁବନେଶ୍ୱର: ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି ।

ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ସମେତ କଂଗ୍ରେସ ନେତୃବୃନ୍ଦ ଗୋପବନ୍ଧୁ ଛକସ୍ଥିତ ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ ।

ପରେ କଂଗ୍ରେସ ଭବନ ଠାରେ ଗୋପବନ୍ଧୁଙ୍କ ପ୍ରତିମୂର୍ତିରେ କଂଗ୍ରେସ ନେତୃବୃନ୍ଦ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ ।

ଏହି ସମସ୍ତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସର୍ବଶ୍ରୀ ଶରତ ପଟ୍ଟନାୟକ, ସୁରେଶ କୁମାର ରାଉତରାୟ, ଡମ୍ବରୁଧର ଉଲାକା, ଶିବାନନ୍ଦ ରାୟ, ଅମୀୟ ପଟ୍ଟନାୟକ, ମନୋରଞ୍ଜନ ଦାଶ, ବିଣାପାଣି ସାମଲ, ଶୈଳେନ୍ଦୁ ମଜୁମଦାର, ମାନସ ଆଚାର୍ଯ୍ୟ, ସୁଶାନ୍ତ ତ୍ରିପାଠୀ, ଜ୍ୟୋତିଷ ସାହୁ, କୈଳାସ ସାହୁ, ତରୁଣ ମିଶ୍ର, ବିକ୍ରମ ସାହୁ, ରଜନୀ ମହାନ୍ତି, ବିସ୍ମୟ ମହାପାତ୍ର, ଆଲୋକ ମହାନ୍ତି, ସତ୍ୟସ୍ମିତ ମହାନ୍ତି, ପ୍ରକାଶ ମିଶ୍ର, ରାଜକିଶୋର ବାରିକ, ସଂକୁନା କହଁର, ମନୋରଞ୍ଜନ ରାଉତରାୟ, ଦେଓ ପ୍ରସାଦ, ଦୀପକ ମହାପାତ୍ର, ନରେଶ ମହାନ୍ତି, ସଂଜୟ ମିଶ୍ର, ଦେବେନ୍ଦ୍ର ପ୍ରସାଦ ଦାସ, କୁଳମଣି ସାହୁ ପ୍ରମୁଖ ବହୁ ନେତୃବୃନ୍ଦ ଅଂଶଗ୍ରହଣ କରିଥିଲେ ।

Categories
STATE
Newsroll

RELATED BY

  • ପେନସନ ଯୋଜନାରେ ୩୩ ଲକ୍ଷ ଅସଂଗଠିତ ଶ୍ରମିକ ସାମିଲ:କେନ୍ଦ୍ର ଶ୍ରମ ମନ୍ତ୍ରୀ

    ଆଜି ଭୁବନେଶ୍ୱର ଠାରେ ଆଂଚଳିକ ଶ୍ରମ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଉଦବୋଧନ ଦେଇ କେନ୍ଦ୍ର ଶ୍ରମ ଏବଂ ନିୟୋଜନ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ସନ୍ତୋଷ କୁମାର ଗଙ୍ଗୱାର କହିଛନ୍ତି ଯେ ‘ଶ୍ରମିକ’ମାନେ ଯୁଗ୍ମ ତାଲିକାରେ ଆସୁଛନ୍ତି ଏବଂ ଉଭୟ...
  • ରେଭେନ୍ସାରେ ବାପୁଜୀଙ୍କ ଜୀବନୀ ଆଧାରିତ ୫ ଦିନିଆ ପ୍ରଦର୍ଶନୀ

    କଟକ:ଆଜି ରେଭେନ୍ସା ବିଶ୍ୱବିଦ୍ୟାଳୟ ପରିସରରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ ବ୍ୟୁରୋ ଅଫ୍ ଆଉଟରିଚ୍ କମ୍ୟୁନିକେସନ ପକ୍ଷରୁ ଆୟୋଜିତ ମଲ୍ଟିମିଡିଆ ପ୍ରଦର୍ଶନୀ ଉଦ୍ଘାଟିତ ହୋଇଛି । କଟକ ଲୋକସଭା ସାଂସଦ ଶ୍ରୀ ଭର୍ତୃହରି ମହତାବ ମୁଖ୍ୟ ଅତିଥି ଭାବେ...
  • ହାରାହାରି ପରମାୟୁ କମାଇ ଦେଉଛି କି?

    ଢେଙ୍କାନାଳ: ଚିକାଗୋ ବିଶ୍ୱବିଦ୍ୟାଳୟର ଏୟାର କ୍ୱାଲିଟି ଲାଇଫ ଇଣ୍ଡେକ୍ସ ବା AQLI ତଥ୍ୟ ଅନୁସାରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ସୁସ୍ଥ ବାୟୁ ମାନକ ପାଳନ କରାଯାଇ ପାରିଲେ ଢେଙ୍କାନାଳର ଅଧିବାସୀ ମାନଙ୍କ ହାରାହାରି ପରମାୟୁ ଦୁଇ ବର୍ଷ ନଅ ମାସ...
  • ଗଣଦୁଷ୍କର୍ମ ଏବଂ ହତ୍ୟାକୁ ଲୁଚାଇବା ପାଇଁ ଯାଜପୁର ଏସପି ସାଜିଛନ୍ତି ଅପରାଧୀଙ୍କ ପ୍ରବକ୍ତା

    ଭୁବନେଶ୍ୱର: ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ସ୍ମିତାରାଣୀ ବିଶ୍ୱାଳଙ୍କ ହତ୍ୟା ପ୍ରସଙ୍ଗରେ ଯାଜପୁର ଏସପି ଚରଣଜିତ ସିଂହ ମୀନାଙ୍କର ବୟାନ ହେଉଛି ମୁଖ୍ୟ ଅଭିଯୁକ୍ତ ରୂପେଶ ଭଦ୍ର ଓରଫ ନାଣ୍ଡୁକୁ ଖସାଇଦେବା ପାଇଁ ଚାଲିଥିବା ଷଡଯନ୍ତ୍ରର ଏକ...