ଭୁବନେଶ୍ୱର : ଅଗଷ୍ଟ ମାସରୁ ହିଞ୍ଜିଳିକାଟୁରୁ ଆରମ୍ଭ ହୋଇଥିବା  ୫-ଟି ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟ ଲୋକାର୍ପଣ ପର୍ବ ସୋମବାର ଦିନ ଯାଜପୁର ବିରଜା ହାଇସ୍କୁଲରେ ଛାତ୍ରଛାତ୍ରୀଙ୍କ ଚିତାକର୍ଷକ ସାଂକୃତିକ କାର୍ଯ୍ୟକ୍ରମ ଓ ଆତସବାଜି ପ୍ରଦର୍ଶନ ମଧ୍ୟରେ ଶେଷ ହୋଇଛି । ପ୍ରଥମ ପର୍ଯାୟରେ ସାରା ରାଜ୍ୟରେ ୩୦ଟି ଜିଲ୍ଲାରେ ୧୦୭୮ଟି ସ୍କୁଲର ରୂପାନ୍ତର କାର୍ଯ୍ୟ ଶେଷ ହୋଇଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ବିଜୁ ବାବୁଙ୍କ ଜୟନ୍ତୀ ୨୦୨୨ […]

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଶନିବାର ଦିନ ଭର୍ଚୁଆଲ ମାଧ୍ୟମରେ କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । କୋରାପୁଟର ୧୨ ଲକ୍ଷ  ଲୋକ ଏହି ସୁବିଧା ପାଇବା ବେଳେ ନବରଙ୍ଗପୁରର ୧୧ ଲକ୍ଷ ୩୦ ହଜାରରୁ ଅଧିକ ଲୋକ ସ୍ମାର୍ଟ କାର୍ଡ ପାଇବେ । ଶନିବାର ଦିନ କାର୍ଯ୍ୟକ୍ରମ ସହିତ  ରାଜ୍ୟର […]

ଗୌହ୍ୱାଟି : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦିଗ୍‌ଦର୍ଶନରେ ସମଗ୍ର ଭାରତବର୍ଷରେ ଶିକ୍ଷା ବ୍ୟବସ୍ଥାରେ ସମାନତା ଆଣିବା ପାଇଁ ଏକ ସ୍ୱତନ୍ତ୍ର ଶିକ୍ଷା ଜୋନ ଗଠନ କରିବା ପାଇଁ ଆମେ ରୋଡମ୍ୟାପ ପ୍ରସ୍ତୁତ କରୁଅଛୁ ବୋଲି ଶନିବାର ଆସାମର ଗୌହ୍ୱାଟୀ ଠାରେ ଆୟୋଜିତ ଉତର-ପୂର୍ବ ଶିକ୍ଷା ସମ୍ମିଳନୀ ୨୦୨୧କୁ ଉଦଘାଟନ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ […]

ଭୁବନେଶ୍ୱର : ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି । ୫-ଟି School Transformation କାର୍ଯ୍ୟକ୍ରମର ପଞ୍ଚମ ଦିବସରେ ଶନିବାର ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୪୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ ଜଗତସିଂହପୁରର ୧୪ଟି ସ୍କୁଲ, ଦେବଗଡର ୩୨ଟି, ପୁରୀର ୪୮ଟି, ବଲାଙ୍ଗୀରର ୨୪ଟି ଓ କେନ୍ଦ୍ରାପଡାର ୩୦ଟି ସ୍କୁଲ ସାମିଲ ହୋଇଛି । ଶନିବାର ଦିନ ସୁଦ୍ଧା ୮୩୮ଟି […]

ଭୁବନେଶ୍ୱର : ଶନିବାର ଦିନ କଂଗ୍ରେସ ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ବିଜେଡିକୁ କଣ କହିଛି ପଢ଼ନ୍ତୁ । ୨୦୧୪ ମସିହା ଉପା ସରକାର ସମୟରେ ୪୧୦ ଟଙ୍କା ୫୦ ପଇସାରେ ୧୪.୨ କିଲୋଗ୍ରାମ ଏଲପିଜି ଗ୍ୟାସ ସିଲିଣ୍ଡର ପ୍ରତ୍ୟେକ ଉପଭୋକ୍ତାମାନଙ୍କୁ ମିଳୁଥିଲା, ପ୍ରତ୍ୟେକ ପରିବାରକୁ ୧୨ଟି ସିଲିଣ୍ଡର ରିହାତି ଦରରେ ଯୋଗାଇ ଦିଆଯାଉଥିଲା । , ବ୍ୟବସାୟୀକ ଉଦ୍ଦେଶ୍ୟରେ ବ୍ୟବହାର ହେଉଥିବା ଗ୍ୟାସ ସିଲିଣ୍ଡର ୧୯.୨ କେଜିର […]

ଭୁବନେଶ୍ୱର : ରାଜ୍ୟରେ ସ୍କୁଲ ରୂପାନ୍ତର ପର୍ବ ଜାରି ରହିଛି । ୫-ଟି School Transformation କାର୍ଯ୍ୟକ୍ରମର ଚତୁର୍ଥ ଦିବସରେ ଗୁରୁବାର ଦିନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୧୫୮ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରିଛନ୍ତି । ଏଥିରେ ମାଲକାନଗିରିର ୬ଟି ସ୍କୁଲ, ଝାରସୁଗୁଡାର ୨୫ଟି, କଳାହାଣ୍ଡିର ୨୯ଟି, ମୟୁରଭଞ୍ଜର ୬୦ଟି ଓ ଖୋର୍ଦ୍ଧାର ୩୮ଟି ସ୍କୁଲ ରହିଛି । ଗୁରୁବାର ଦିନ ସୁଦ୍ଧା ୬୮୯ଟି ରୂପାନ୍ତରିତ ସ୍କୁଲ […]

ଭୁବନେଶ୍ୱର : ଓଟପକ୍ଷୀ ବାଲି ଝଡ ଆସିଲେ ନିଜ ମୁଣ୍ଡକୁ ବାଲି ଭିତରେ ପୋତି ଦେଇ ବାଲି ଝଡ ଆସିନାହିଁ ବୋଲି ଭାବେ । ସେହିପରି ରାଜ୍ୟ ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ସହଯୋଗୀ ଗୃହ ରାଷ୍ଟ୍ରମନ୍ତ୍ରୀ ଗୋଟିଏ ମଞ୍ଚରେ ବସି ରହି ନିଜକୁ ନିର୍ଦ୍ଦୋଷ ବୋଲି କହି ରାଜ୍ୟବାସୀଙ୍କ ସହ ଛଳନା କରୁଛନ୍ତି । ଏହା ଗଣତନ୍ତ୍ର ପ୍ରତି ଓ ଓଡିଶାବାସୀଙ୍କ ପ୍ରତି ଉପହାସ ବୋଲି ରାଜ୍ୟ ସାଧାରଣ ସଂପାଦକ […]

ନୂଆଦିଲ୍ଲୀ/ଭୁବନେଶ୍ୱର : ଓଡ଼ିଶା ସମେତ ଦେଶର ୫ଟି ରାଜ୍ୟର ଆକାଂକ୍ଷୀ ଜିଲ୍ଲା ଗୁଡ଼ିକରେ ୪ଜି ମୋବାଇଲ ସେବା ଉପଲବ୍ଧ କରିବା ପାଇଁ ୟୁନିଭର୍ସାଲ ସର୍ଭିସ ଓବଲିଗେସନ ଫଣ୍ଡ୍‌ (ୟୁଏସଓଏଫ) ଅଧୀନରେ ୬,୪୬୬ କୋଟି ଟଙ୍କା କେନ୍ଦ୍ର କ୍ୟାବିନେଟ୍ ମଞ୍ଜୁରି ପ୍ରଦାନ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି । ଏହି ନିଷ୍ପତି ଦ୍ୱାରା ଓଡିଶାର ଆକାଂକ୍ଷୀ ଜିଲ୍ଲାର ୩,୯୩୩ ଗ୍ରାମରେ ୪ଜି ମୋବାଇଲ ସେବା […]

ଭୁବନେଶ୍ୱର : ମଙ୍ଗଳବାର ଦିନ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପଟେନ୍ ଦିବ୍ୟଶଙ୍କର ମିଶ୍ରଙ୍କ ସଫେଇକୁ ନେଇ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ମୁଖପାତ୍ର ଶ୍ରୀଯୁକ୍ତ ପଦ୍ମାକର ଗୁରୁ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଚେହେରା, ଚିତ୍ର, ଚରିତ୍ର ଓ ଚାଲର ପର୍ଦ୍ଦାଫାସ କରିଛନ୍ତି । ୰ ମମିତା ମେହେର ପରିବାରବର୍ଗ ମାନ୍ୟବର ଓଡ଼ିଶା ଉଚ୍ଚ ନ୍ୟାୟଳୟର ଦ୍ୱାରସ୍ତ ହୋଇ ନିରପେକ୍ଷ ତଦନ୍ତ ଓ ତ୍ୱରିତ ନ୍ୟାୟ ନିମନ୍ତେ ପ୍ରାର୍ଥନା କରିବା ପରେ […]

ଭୁବନେଶ୍ବର : ରାଜ୍ୟରେ ମହିଳା ମାନଙ୍କ ଅର୍ଥନୈତିକ ସଶକ୍ତିକରଣ ପାଇଁ ରାଜ୍ୟ ସରକାର ପ୍ରତିଶୃତିବଦ୍ଧ ।  ମିଶନ ଶକ୍ତି ମା ମାନଙ୍କୁ ସରକାରୀ କାମ ଯୋଗାଇ ଦେବା ଏହାର ଏକ ପ୍ରମୁଖ ମାଧ୍ୟମ । ଏହାକୁ ଦୃଷ୍ଟିରେ ରଖି ଆମର ସବୁ କାର୍ଯ୍ୟକ୍ରମ ପ୍ରସ୍ତୁତ କରାଯାଉ। ରାଜ୍ୟ ସରକାରଙ୍କ ସବୁ ବିଭାଗ ମାନେ ଏହାକୁ ମହିଳା ଆର୍ଥିକ ସଶକ୍ତିକରଣର ଏକ ଦିଗ ଭାବେ ଗ୍ରହଣ କରି କାମ କରନ୍ତୁ । […]