• ଅଭୟାରଣ୍ୟକୁ ଫେରିଲେ ହରିଣ

    କୁହାଯାଏ ଯେ ପ୍ରାକୃତିକ ଦୁର୍ବିପାକର ସୂଚନା ଜୀବଜନ୍ତୁମାନେ ଆଗୁଆ ପାଇଥାନ୍ତି । ଯାହାକି ବାଲୁଖଣ୍ଡ ଅଭୟାରଣ୍ୟର ହରିଣମାନଙ୍କ କ୍ଷେତ୍ରରେ ପ୍ରମାଣିତ ହୋଇଛି । ସେଠାରେ ପ୍ରାକୃତିକ ପରିବେଶ ମଧ୍ୟରେ ପ୍ରାୟ ୪ ହଜାରରୁ ଅଧିକ ହରିଣ ଥିଲେ । ଯେଉଁଥିପାଇଁ ବାଲୁଖଣ୍ଡ ଅଭୟାରଣ୍ୟର ନିଜସ୍ୱ ସୌନ୍ଦର୍ଯ୍ୟ ଓ ବିଶେଷ ଆକର୍ଷଣ ରହିଥିଲା । ଫନୀ ପ୍ରଳୟଙ୍କରୀ ବାତ୍ୟା ପରେ ହରିଣମାନଙ୍କର କୌଣସି ଖୋଜଖବର ନଥିଲା । ଏଥି ପାଇଁ...
  • ଓଡ଼ିଆ ସ୍ୱାଭିମାନ ଓ ଅସ୍ମିତାର ଅନନ୍ୟ ଅଗ୍ରଦୂତ: ଉତ୍କଳଗୌରବ ମଧୁସୂଦନ

    ଓଡ଼ିଆ ଆତ୍ମପରିଚିତି, ଅସ୍ମିତା ଓ ସ୍ୱାଭିମାନକୁ ପ୍ରତିଷ୍ଠିତ କରିବାରେ ଉତ୍କଳଗୌରବ କୁଳବୃଦ୍ଧ ମଧୁସୂଦନ ଦାସଙ୍କ ସମର୍ପିତ ଜୀବନ ପ୍ରତ୍ୟେକ ଓଡ଼ିଆଙ୍କର ପ୍ରେରଣାସ୍ରୋତ ହୋଇ ରହିବ ବୋଲି ଆଜି ୧୭୨ତମ ମଧୁଜୟନ୍ତୀରେ ସ୍ମୃତିଚାରଣ ହୋଇଛି । ସୂଚନା ଓ ଲୋକସଂପର୍କ ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ମଧୁସୂଦନ ଜୟନ୍ତୀ ସରଳ ଓ ନିରାଡ଼ମ୍ବର ପରିବେଶରେ ଆୟୋଜିତ ହୋଇ ତାଙ୍କ ପ୍ରତି ଭକ୍ତିପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି । ଆଜି ସକାଳେ ରାଜଭବନ...
  • ନୂଆ ଓଡିଶା ନିର୍ମାଣର ବିଶ୍ୱକର୍ମା ଜାନକୀ ବଲ୍ଲଭ

    ଭୁବନେଶ୍ୱର : ରାଜ୍ୟସ୍ତରୀୟ ଜାନକୀ ବଲ୍ଲଭ ସ୍ମୃତି କମିଟି ପକ୍ଷରୁ ଆଜି ସଂନ୍ଧ୍ୟାରେ ଭୁବନେଶ୍ୱର ସତ୍ୟନଗର ସ୍ଥିତ ହୋଟେଲ ରୟାଲ ସୁଟ୍ ଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ, ପୂର୍ବତନ ରାଜ୍ୟପାଳ, ବିଶିଷ୍ଟ ଜନନାୟକ ସ୍ୱର୍ଗତ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ଚତୁର୍ଥ ଶ୍ରାଦ୍ଧ ବାର୍ଷିକ ବିଶିଷ୍ଟ ଶିକ୍ଷାବିତ୍ ତଥା ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟର ପୂର୍ବତନ କୁଳପତି ଡଃ ବିମଳେନ୍ଦୁ ମହାନ୍ତିଙ୍କ ଅଧ୍ୟକ୍ଷତାରେ ମହାସମାରୋହରେ ପାଳିତ ହୋଇଯାଇଛି । ସ୍ୱର୍ଗତଃ ଜାନକୀ...
  • ଚାକିରି

    ଚରିତ୍ର ଦୁର୍ବଳ ହେବା ଦ୍ୱାରା ଲୋକମାନଙ୍କୁ ଚାକିରି ସମ୍ବନ୍ଧିତ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି । ସେମାନଙ୍କ ମନରେ ସବୁବେଳେ ନକରାତ୍ମକ ବିଚାର ଚାଲିଥାଏ ଯେ, ଆଜି ମୁଁ ଯେଉଁ ଚାକିରି କରୁଛି ତାହା ଅସ୍ଥାୟୀ.. ଏହି ଚାକିରିରେ ମୋର ମନ ଲାଗୁ ନାହିଁ… ମୋର ଦ୍ୱାରା ଏହି କାର୍ଯ୍ୟ ହେବ ନାହିଁ କି ହେଉ ନାହିଁ… ମୁଁ ଏହିଭଳି କାମ କରିବା ପାଇଁ ଚାହୁଁନାହିଁ । ଏହି...
  • ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ଆଜି ବିଜୁ ଛାତ୍ର ଜନତା ଦଳ ମହାସଚିବ  ହରିଶଙ୍କର ରାଉତଙ୍କ ନେତୃତ୍ୱରେ ନେତୃତ୍ୱରେ ଅନୁଷ୍ଠିତ ଜୀବନ ବିନ୍ଦୁ ଅଭିଯାନ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରର ଗୋଟିଏ ଦିନରେ ୬୫୨ ୟୁନିଟ୍‍ ରକ୍ତ ସଂଗ୍ରହ କରାଯାଇଥିବାରୁ ବିଜୁ ଜନତା ଦଳ ରାଜ୍ୟ ସଭାପତି ତଥା  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ସମସ୍ତ ରକ୍ତଦାତା ଓ ଛାତ୍ରଛାତ୍ରୀଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି । ବିଜୁ ଜନତା ଦଳ ନିଜର ସାମାଜିକ ଉତ୍ତରଦାୟିତ୍ୱ ରୂପେ...
  • ମନର

    କାମ, କ୍ରୋଧ, ଲୋଭ, ମୋହ, ମଦ ଏବଂ ମାତ୍ସର୍ଯ୍ୟ ହେଉଛି ମନର ଛ’ଟି ବାସନା । ଯଦି କାମକୁ ଜୟ କରି ହେବ, କ୍ରୋଧ, ଲୋଭ ଇତ୍ୟାଦି ଯେଉଁଗୁଡ଼ିକ ସାହାଯ୍ୟକାରୀ ଅସ୍ତ୍ର ସେଗୁଡ଼ିକ ନିଷ୍କ୍ରିୟ ହୋଇପଡ଼ିବ । ଏହି ବଦ୍ଧମୂଳ ଶତ୍ରୁ କାମ ଯଦି ଧ୍ୱଂସ ପାଇବ ତେବେ ଏହାର ଅନୁସରଣକାରୀ ବା ଅନୁଚର ବର୍ଗଗୁଡ଼ିକୁ ସହଜରେ ଜୟ କରିହେବ । ଯେଉଁ ଲୋକ ବିପରୀତ ଲିଙ୍ଗର ବ୍ୟକ୍ତି...
  • SANGRAM

    Governor Prof.Ganeshi Lal releasing autobiography of Biswabhusan Harichandan SANGRAM SARINAHIN at IDCOL auditorium, Bhubaneswar ....
  • Children’s day

    Chief Minister Shri Naveen Patnaik celebrating Children’s day with tiny tots in his chamber. CM distributing chocolates to children at Secretariat ....
  • ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମ ଜୟନ୍ତୀ

    ଭୁବନେଶ୍ୱର: ଆଜି ଓଡିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ସ୍ୱାଧିନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ଭାରତରତ୍ନ ପଣ୍ଡିତ ଜବାହରଲାଲ ନେହେରୁଙ୍କର ଜୟନ୍ତୀ ଉତ୍ସବ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ନେତୃତ୍ୱରେ କଂଗ୍ରେସ ନେତାଗଣ ମାଷ୍ଟରକ୍ୟାଂଟିନ ଛକସ୍ଥିତ ନେହେରୁ ପାର୍କରେ ପଣ୍ଡିତ ନେହେରୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ । ପରେ କଂଗ୍ରେସ ଭବନ ପରିସରରେ ଶ୍ରୀ ପଟ୍ଟନାୟକଙ୍କ ସମେତ...
WhatsApp chat