• ବାଙ୍ଗାଲୋର ମାରାଥାଳିରେ ରହୁଥିବା ଓଡ଼ିଆ ଫନି ପାଇଁ ରିଲିଫ୍ ସାମଗ୍ରୀ ପଠାଇଲେ

    ବାଙ୍ଗାଲୋର ମାରାଥାଳି ରେ ରହୁଥିବା ଓଡ଼ିଆ ଭାଇ ଭଉଣୀ ମାନେ ଓଡିଶା ରେ ହେଇଥିବ ଫନି ପାଇଁ ସହଯୋଗର ହାତ ବଢ଼ାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ରିଲଫ୍ ଫଣ୍ଡକୁ ଟଙ୍କା ଦେବାସହ ଟ୍ରକ ଏବଂ ବିମାନ ମାଧ୍ୟମରେ ରିଲିଫ୍ ପଠାଇଛନ୍ତି । ଓଡ଼ିଆମାନେ କରିଥିବା ପୂଜା କମିଟିର ପ୍ରତ୍ୟେକ ସଦସ୍ୟ ଏହି ମହାନ ସମାଜ ସେବା କାର୍ଯ୍ୟ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ନିହାର ସାମନ୍ତରାୟ ୫୧,୦୦୦ହଜାର ଏବଂ...
  • ୫୦୦ ଟଙ୍କା ଦେଇ ପ୍ରଶାସନ ବାତ୍ୟା ବିପନ୍ନଙ୍କୁ ଭୂଆଁ ବୁଲାଉଛି

    ଭୁବନେଶ୍ୱର : ବାତ୍ୟା ଫନିରେ ହଜାର ହଜାର ହେକ୍ଟର ଚାଷ ଜମି ଏବଂ ଫସଲ ନଷ୍ଟ ହୋଇଛି । ଧାନ, ଆଖୁ, ନଡିଆ, ଛତୁ ଚାଷ ଏବଂ ବିଭିନ୍ନ ପ୍ରକାରର ପନିପରିବା ଫସଲ ପୂରା ଛାରଖାର ହୋଇଛି । ଅନ୍ୟପଟେ ସହାୟତା ନାଁରେ ରାଜ୍ୟସରକାର ଛଳନା କରିଚାଲିଛନ୍ତି । କେବଳ ଦଳୀୟ କର୍ମୀ ଏବଂ ତାଙ୍କ ସଂପର୍କୀୟମାନଙ୍କୁ ରିଲିଫ ବଣ୍ଟାଯାଇଛି । ବାତ୍ୟା ପରେ କ୍ଷତିଗ୍ରସ୍ତ ଚାଷ ଜମିକୁ...
  • ସରକାର ବାତ୍ୟା ମୁକାବିଲା ପ୍ରସ୍ତୁତି ଥିବାବେଳେ ୪୫ ଜଣଙ୍କର ଜୀବନ ଗଲା କେମିତି ?

    ଭୁବନେଶ୍ୱର: ବାତ୍ୟା ପରେ ୯ ଦିନ ପରେ ବି ରାଜ୍ୟସରକାର ଓ ପ୍ରଶାସନ ବାତ୍ୟା ବିପନ୍ନଙ୍କ ପାଖରେ ରିଲିଫ ସହାୟତା ପହଞ୍ଚାଇ ପାରିନାହାଁନ୍ତି । ରାଜ୍ୟସରକାର ଜିରୋ କାଜୁଆଲିଟି ପାଇଁ ପ୍ରସ୍ତୁତ ଥିବାର ଡିଣ୍ଡିମ ପିଟୁଥିବାବେଳେ ୪୫ରୁ ଅଧିକ ଲୋକଙ୍କୁ ଜୀବନ ହାନି ହୋଇଛି । ବିଭିନ୍ନ ସ୍ଥାନରେ ପିଇବା ପାଣି, ଶୁଖିଲା ଖାଦ୍ୟ, ରନ୍ଧା ଖାଦ୍ୟ, ମହମବତୀ, ପଲିଥିନ ବାତ୍ୟା ପ୍ରପୀଡିତ ଲୋକଙ୍କ ପାଖରେ ପହଞ୍ଚି ନାହିଁ...
  • ପ୍ରଧାନମନ୍ତ୍ରୀଙ୍କ ଆଡିସିନାଲ ପ୍ରିନିସପାଲ ସେକ୍ରେଟାରୀ ସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମୀକ୍ଷା

    ନୂଆଦିଲ୍ଲୀ/ଭୁବନେଶ୍ୱର: ଫନି ପୁନଃନିର୍ମାଣ କାର୍ଯ୍ୟରେ କେନ୍ଦ୍ର ସରକାରଙ୍କ ପ୍ରମୁଖ ଭୂମିକା ରହିବ । ଓଡିଶାର ପୁନଃନିର୍ମାଣ ପାଇଁ ଭାରତ ସରକାରଙ୍କ ଅଧିକାରୀ ମାନେ ରାଜ୍ୟ ସରକାରଙ୍କ ଅଧିକାରୀଙ୍କ ସହ କାନ୍ଧକୁ କାନ୍ଧ ମିଳାଇ କାମ କରିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ନୂଆଦିଲ୍ଲୀରେ ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କ୍ୟାବିନେଟ ସଚିବ, ପ୍ରଧାନମନ୍ତ୍ରୀଙ୍କ ଆଡିସିନାଲ ପ୍ରିନିସପାଲ ସେକ୍ରେଟାରୀ, ଗୃହ ସଚିବ, ଶକ୍ତି ସଚିବ, ଟେଲିକମ୍ ସଚିବ...
  • ରାଜ୍ୟସଭାର ବିରୋଧି ଦଳ ନେତା ଗୁଲାମ ନବୀ ଆଜାଦ୍ ବାତ୍ୟା ଅଞ୍ଚଳ ବୁଲି ଦେଖିଲେ

    ଭାରତୀୟ ଜାତୀୟ କଂଗ୍ରେସର ବରିଷ୍ଠ ନେତା ତଥା ରାଜ୍ୟସଭାର ବିରୋଧି ଦଳ ନେତା ଗୁଲାମ ନବୀ ଆଜାଦ୍ ଆଜି ବାତ୍ୟା ଫନୀରେ କ୍ଷତିଗ୍ରସ୍ତ ହୋଇଥିବା ପୁରୀ, କୋଣାର୍କ ଏବଂ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରି କ୍ଷୟକ୍ଷତି ଦେଖିବା ସହିତ ପ୍ରଭାବିତ ବ୍ୟକ୍ତିଙ୍କ ସହିତ ସାକ୍ଷାତ କରିଛନ୍ତି । ଏଥି ସହ ବିଭିନ୍ନ ବାତ୍ୟା ଆଶ୍ରୟ ସ୍ଥଳ ଏବଂ ଡାକ୍ତରଖାନା ବୁଲି ଜନସାଧାରଣଙ୍କ ଅଭାବ ଅସୁବିଧା ବୁଝିଛନ୍ତି । ଶ୍ରୀ...
  • ଫନୀ ମୁକାବିଲା କରିବାରେ ସରକାର ବିଫଳ

    ଭୁବନେଶ୍ୱର : ବାତ୍ୟା “ଫନୀ” କୁ ଦୀର୍ଘ୍ୟ ୭ ଦିନ ବିତି ଯାଇଥିଲେ ମଧ୍ୟ ରାଜ୍ୟ ସରକାର ପ୍ରଶାସନର ସ୍ଥାଣୁତା, ଅପାରଗତା ଯୋଗୁଁ ଏବେ ସୁଦ୍ଧା କ୍ଷତିଗ୍ରସ୍ତ ବାସହୀନ ଓ ଭୋକିଲା ପରିବାର ମାନଙ୍କୁ ଏ ପର୍ଯ୍ୟନ୍ତ କୌଣସି ସହାୟତା ପ୍ରଦାନ କରାଯାଇନାହିଁ । ରାଜ୍ୟର ୧୪ଟି ଜିଲ୍ଲାର ୮୮ ବ୍ଲକ ବାତ୍ୟା ଫନୀରେ ପ୍ରଭାବିତ ହୋଇଛି ଯେଉଁଥିରେ ରାଜଧାନୀ ଭୁବନେଶ୍ୱର ସମେତ କଟକ ଏବଂ ପୁରୀକୁ ଅଧିକ...
  • ବ୍ୟାଙ୍କମାନଙ୍କ ସହ ସମୀକ୍ଷା ପରେ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କୁ ପତ୍ର ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ଭୁବନେଶ୍ୱର: ଫନି ବାତ୍ୟାରେ ପୁରୀର ହୋଟେଲ ଶିଳ୍ପ ଗୁରୁତର ଭାବେ ପ୍ରଭାବିତ ହୋଇଛି । ହୋଟେଲ ଭିତିଭୂମିକୁ ସୁଧାରିବା ପାଇଁ ବର୍ତମାନ ଆର୍ଥିକ ଆବଶ୍ୟକତା ରହିଛି । ହୋଟେଲ ଶିଳ୍ପକୁ ପୁଣିଥରେ ଗତିଶୀଳ କରିବା ପାଇଁ ସେମାନଙ୍କୁ ସୁହାଇବା ଭଳି ପୁରୁଣା ଋଣର ସରଳି କରଣ ଓ ସହଜ ନୂଆ ଋଣ ପ୍ରଦାନ କରିବା ପାଇଁ କେନ୍ଦ୍ର ଅର୍ଥମନ୍ତ୍ରୀ ଅରୁଣ ଜେଟଲିଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ...
  • ଆସନ୍ତା ୧୨ ତାରିଖ ସୁଦ୍ଧା ଟ୍ରେନ୍ ଚଳାଚଳ ସ୍ୱାଭାବିକ୍ ହେବ

    ଫୋନି ପରେ ଟ୍ରେନ୍ ଚଳାଚଳ ସ୍ୱାଭାବିକ୍ ପାଇଁ ବରିଷ୍ଠ ଅଧିକାରୀଙ୍କ ସହ ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଭୁବନେଶ୍ୱର: ଆସନ୍ତା ୧୨ ତାରିଖ ସୁଦ୍ଧା ଟ୍ରେନ୍ ଚଳାଚଳ ସ୍ୱାଭାବିକ୍ ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ରେଳବିଭାଗର ବରିଷ୍ଠ ଅଧିକାରୀ ମାନଙ୍କ ସହ ସମୀକ୍ଷା ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ଘଡିସନ୍ଧି ମୂହର୍ତରେ ରେଳବିଭାଗର କ୍ରାଇସିସ୍ ମ୍ୟାନେଜମେଂଟର...
  • ଫନି ପରବର୍ତି ପରିସ୍ଥିତି ମୁକାବିଲାରେ ରାଜ୍ୟ ସରକାର ଫେଲ

     ସ୍ମାର୍ଟ ସିଟି ଭୁବନେଶ୍ୱରରେ ସାଧାରଣ ଲୋକମାନଙ୍କୁ ପିଇବା ପାଣି ଟିଏ ବି ମିଳୁନାହିଁ ପୁରୀରେ ସହର ଭିତରେ ଆଜି ସୁଦ୍ଧା ବି ଗଛ କଟା ହୋଇ ରାସ୍ତା ସଫା ହୋଇପାରିଲା ନାହିଁ ବ୍ରହ୍ମଗିରି, ନିମାପଡା ସମେତ ଅନ୍ୟାନ ପ୍ରଭାବିତ ଅଂଚଳରେ ଏବେ ସୁଦ୍ଦା ପ୍ରଶାସନ ପିଇବା ପାଣି ଓ ରିଲିଫର ବ୍ୟବସ୍ଥା କରିବାରେ ସମ୍ପୃର୍ଣ୍ଣ ବିଫଳ । କୁଆଡେ ଗଲେ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ, ଶକ୍ତି ମନ୍ତ୍ରୀ, ନଗର...
WhatsApp chat